fbpx

କୋଟିପତି ପିଏସଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କୋଟିପତି ପିଏସ ବିରଞ୍ଚିଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର । ବିରଞ୍ଚି ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ । ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ ।

Get real time updates directly on you device, subscribe now.