fbpx

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ

ଭୁବନେଶ୍ୱର, ୨୮ ।୧୨(ଓଡିଶା ଭାସ୍କର) : CBI ଅଫିସ ସାମ୍ନାରେ ହଠାତ ଅସୁସ୍ଥ ହୋଇପଡିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର । ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇସାରିବା ପରେ ନରସିଂହ ମିଶ୍ର ଅସୁସ୍ଥ ହୋଇପଡ଼ିଥିଲେ । ଭାଷଣ ଦେଇ ସାରିଲା ପରେ ସେ ପ୍ରଥମେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ହଠାତ ଛାତିକୁ ଧରି ତଳେ ବସିପଡ଼ିଥିଲେ । ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.