fbpx
BSKY
BJD MC SKY
BJD YOUTH SKY

୧୨ ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର: ମମିତା ମେହେର ହତ୍ୟା ମାମଲାରେ ନଭେମ୍ବର ୧୨ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ । ପ୍ରେସବାର୍ତ୍ତାରେ ପିସିସି ଉପସଭାପତି ଗଣେଶ୍ୱର ବେହେରାଙ୍କ ସୂଚନା । ୧୦ ଦିନରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ଗିରଫ ଦାବି ।

ସୂଚନାଯୋଗ୍ୟ, ସନସାଇନ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜୋର ଧରିଛି ରାଜନୀତି । ମାମଲାରେ ଗୃହମନ୍ତ୍ରୀଙ୍କ ସମ୍ପୃକ୍ତି ଦର୍ଶାଇ ଇସ୍ତଫା ଦାବି କରିଛନ୍ତି ବିରୋଧୀ । ଏହି ମାମଲାରେ ମୁଖ୍ୟ ଅଭଯୁକ୍ତ ଗୋବିନ୍ଦ ସାହୁକୁ ଗିରଫ କରିଛି ପୋଲିସ ।

Get real time updates directly on you device, subscribe now.