fbpx

ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ବିଜୟୀ, ଜିତିଲେ ସୋଫିଆ ଫିର୍ଦୋସ

ନୂଆଦିଲ୍ଲୀ: ବାରବାଟୀ-କଟକ ବିଧାନସଭା ଆସନରେ କଂଗ୍ରେସ ବିଜୟୀ ହୋଇଛି । କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିର୍ଦୋସ ଜିତିଛନ୍ତି । ବିଜେପିର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ହରାଇଲେ ସୋଫିଆ । ବିଜେପି ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୪୨ ହଜାର ୫୫୫ ଖଣ୍ଡ ଭୋଟ ମିଳିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିର୍ଦୋସ ୫୦ ହଜାର ୨୯୮ ଖଣ୍ଡ ଭୋଟ ପାଇ ଜୟଯୁକ୍ତ ହୋଇଛନ୍ତି । ତେବେ ବାରବାଟୀ କଟକରେ ୧୨ ଜଣ ପ୍ରାର୍ଥୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିଲେ ।

Get real time updates directly on you device, subscribe now.