fbpx
BSKY
BJD MC SKY
BJD MS SKY

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବିରୋଧ: ଅଣ୍ଡାମାଡ଼ କଲେ କଂଗ୍ରେସ କର୍ମୀ

ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼ । କଳାହାଣ୍ଡି କେସିଙ୍ଗାରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ଅଣ୍ଡାମାଡ଼ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ଅଣ୍ଡାମାଡ଼ କରିଛନ୍ତି କଂଗ୍ରେସ କର୍ମୀ । ଅଣ୍ଡାମାଡ଼ ସହ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ କଳାପତାକା ମଧ୍ୟ ପ୍ରଦର୍ଶନ କରାଯାଇଛି । ମମିତାଙ୍କୁ ନ୍ୟାୟ ଦାବିରେ ମନ୍ତ୍ରୀଙ୍କୁ ଜୋରଦାର ବିରୋଧ ।

ସୂଚନାଯୋଗ୍ୟ, ବହୁଚର୍ଚ୍ଚିତ କଳାହାଣ୍ଡି ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରେ ହତ୍ୟା ମାମଲାରେ ଗୃହମନ୍ତ୍ରୀଙ୍କ ସଂପୃକ୍ତି ଦର୍ଶାଇ ବିରୋଧୀ ଇସ୍ତଫା ଦାବି କରିଆସୁଛନ୍ତି ।

Get real time updates directly on you device, subscribe now.