fbpx
BSKY
BJD SHG SKY
BJD YOUTH SKY

କଟକ ସହରରେ ଆଜି ୫୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ, ୨୯ା୭(ଓଡ଼ିଶା ଭାସ୍କର): କଟକ ସହରରୁ ଆଜି ୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୫୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୨ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।

ତେବେ ବର୍ତ୍ତମାନ ସୁଦ୍ଧା ୮୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୩୨୧ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୫୦୨ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.