fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୪ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୧୬ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୪ ଲକ୍ଷ ୧୮ ହଜାର ୨୧୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ୮ କୋଟି ୪୧ ଲକ୍ଷ ୯୫ ହଜାର ୬୬୮ ଜଣ ସୁସ୍ଥ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୯୬ ଲକ୍ଷ ୬୯ ହଜାର ୫୮୪କୁ ବୃଦ୍ଧି ପାଇଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.