fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୪.୭୭ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୨ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୪ ଲକ୍ଷ ୭୭ ହଜାର ୭୮୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ୮ କୋଟି ୭୨ଲକ୍ଷ ୫୬ ହଜାର ୯୧୨ ଜଣ ସୁସ୍ଥ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୧୯ ଲକ୍ଷ ୪୮ ହଜାର ୬୭୭କୁ ବୃଦ୍ଧି ପାଇଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.