fbpx

ଦେଶରେ ମୃତ୍ୟୁସଂଖ୍ୟା ୧୨୬କୁ ବୃଦ୍ଧି, ୨୨ ହଜାର ହେଲେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୧ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୨୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୧୮୯କୁ ବୃଦ୍ଧି ପାଇଛି । ଦିନକରେ ୨୨ ହଜାର ୮୫୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୮୫ ହଜାର ୫୬୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୯ ହଜାର ୨୨୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯ ଲକ୍ଷ ୩୮ ହଜାର ୧୪୬ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.