fbpx

ଶିଶୁଭବନରେ ପହଞ୍ଚିଲା କରୋନା

କଟକ, ୮ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି କଟକ ଶିଶୁଭବନରେ ପହଞ୍ଚିଛି କରୋନା ଭାଇରସ୍ । ଶିଶୁଭୁବନରେ ଜଣେ ଶିଶୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଉଲ୍ଳେଖଯୋଗ୍ୟ ଯେ ୩ନମ୍ବର ୱାର୍ଡ଼ରେ ଶିଶୁ ଚିକିତ୍ସିତ ହେଉଥିଲା । ଏବେ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ଅନ୍ୟପଟେ କଟକ ଆସନ୍ତା ୧୦ ତାରିଖ ମଧ୍ୟରାତ୍ରି ଯାଏଁ ସଟଡ଼ାଉନ ରଖାଯାଇଛି । କୋଭିଡ଼ ମୁକାବିଲା ପାଇଁ ସମସ୍ତ ପ୍ରକାର ଚେଷ୍ଟା ଜାରି ରହିଛି ।

Get real time updates directly on you device, subscribe now.