ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଏହା ମଧ୍ୟରେ ଆଜି ପୁଣି ୨୮୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୨୧୮ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 3rd July
New Positive Cases: 2870
In quarantine: 1652
Local contacts: 1218(Details of local contacts will be shared by concerned Dist Administration)
District Wise Cases:
1. Angul: 99
2. Balasore: 240
3. Bargarh: 14
4. Bhadrak: 128
5. Balangir: 29— I & PR Department, Odisha (@IPR_Odisha) July 4, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୧ ହଜାର ୮୯୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୭ ହଜାର ୪୨୦ ରହିଥିବା ବେଳେ ୩୦ ହଜାର ୨୨୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 164
23. Nawarangpur: 35
24. Nayagarh: 105
25. Nuapada: 7
26. Puri: 165
27. Rayagada: 50
28. Sambalpur: 23
29. Sonepur: 10
30. Sundargarh: 87
31. State Pool: 60New recovery: 3158
Cumulative tested: 14050771
Positive: 921896
Recovered: 887420
Active cases: 30227— I & PR Department, Odisha (@IPR_Odisha) July 4, 2021