ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୦୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୯୩ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 20th June
New Positive Cases: 3031
In quarantine: 1738
Local contacts: 1293(Details of local contacts will be shared by concerned Dist Administration)
District Wise Cases:
1. Angul: 121
2. Balasore: 290
3. Bargarh: 39
4. Bhadrak: 135
5. Balangir: 30— I & PR Department, Odisha (@IPR_Odisha) June 21, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୦ ହଜାର ୨୧୪ ରହିଥିବା ବେଳେ ୩୬ ହଜାର ୬୩୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 167
23. Nawarangpur: 63
24. Nayagarh: 140
25. Nuapada: 20
26. Puri: 180
27. Rayagada: 44
28. Sambalpur: 30
29. Sonepur: 22
30. Sundargarh: 80
31. State Pool: 78New recovery: 5082
Cumulative tested: 13156199
Positive: 880533
Recovered: 840214
Active cases: 36633— I & PR Department, Odisha (@IPR_Odisha) June 21, 2021