ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା କିଛିଦିନ ଧରି ଲୁଚକାଳି ଖେଳିବାରେ ଲାଗିଛି । ଦୁଇଦିନ ଧରି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଉପରେ ରହୁଛି । ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସଂକ୍ରମଣ ଅଧିକ ରହିଥିବା ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆଜି ପୁଣି ୩୨୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୪ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 1st July
New Positive Cases: 3222
In quarantine: 1838
Local contacts: 1384(Details of local contacts will be shared by concerned Dist Administration)
District Wise Cases:
1. Angul: 91
2. Balasore: 208
3. Bargarh: 24
4. Bhadrak: 141
5. Balangir: 22— I & PR Department, Odisha (@IPR_Odisha) July 2, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୦ ହଜାର ୯୯୭ ରହିଥିବା ବେଳେ ୩୦ ହଜାର ୯୫୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 195
23. Nawarangpur: 23
24. Nayagarh: 114
25. Nuapada: 16
26. Puri: 188
27. Rayagada: 61
28. Sambalpur: 31
29. Sonepur: 12
30. Sundargarh: 66
31. State Pool: 69New recovery: 3457
Cumulative tested: 13908095
Positive: 916109
Recovered: 880997
Active case: 30950— I & PR Department, Odisha (@IPR_Odisha) July 2, 2021