ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୪୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୫୪ ଓ ସ୍ଥାନୀୟ ଅଞ୍ଚଳରୁ ୧୪୭୩ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 18th June
New Positive Cases: 3427
In quarantine: 1954
Local contacts: 1473(Details of local contacts will be shared by concerned Dist Administration)
District Wise Cases:
1. Angul: 138
2. Balasore: 261
3. Bargarh: 52
4. Bhadrak: 139
5. Balangir: 40— I & PR Department, Odisha (@IPR_Odisha) June 19, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୩ ହଜାର ୯୨୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୨୯ ହଜାର ୮୫୧ରହିଥିବା ବେଳେ ୪୦ ହଜାର ୪୭୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 162
23. Nawarangpur: 60
24. Nayagarh: 142
25. Nuapada: 20
26. Puri: 217
27. Rayagada: 94
28. Sambalpur: 32
29. Sonepur: 30
30. Sundargarh: 78
31. State Pool: 82New recovery: 6252
Cumulative tested: 13028817
Positive: 873925
Recovered: 829851
Active cases: 40471— I & PR Department, Odisha (@IPR_Odisha) June 19, 2021