ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୫୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୮ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 19th June
New Positive Cases 3577
In quarantine: 2039
Local contacts: 1538(Details of local contacts will be shared by concerned Dist Administration)
District Wise Cases:
1. Angul: 127
2. Balasore: 205
3. Bargarh: 51
4. Bhadrak: 186
5. Balangir: 36— I & PR Department, Odisha (@IPR_Odisha) June 20, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୩୫ ହଜାର ୧୩୨ ରହିଥିବା ବେଳେ ୩୮ ହଜାର ୭୨୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 187
23. Nawarangpur: 57
24. Nayagarh: 114
25. Nuapada: 19
26. Puri: 237
27. Rayagada: 88
28. Sambalpur: 31
29. Sonepur: 29
30. Sundargarh: 43
31. State Pool: 84New recovery: 5281
Cumulative tested: 13095199
Positive: 877502
Recovered: 835132
Active cases: 38727— I & PR Department, Odisha (@IPR_Odisha) June 20, 2021