ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୨୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୨୩୭ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 24th June
New Positive Cases: 2912
In quarantine: 1675
Local contacts: 1237(Details of local contacts will be shared by concerned Dist Administration)
District Wise Cases:
1. Angul: 119
2. Balasore: 220
3. Bargarh: 31
4. Bhadrak: 136
5. Balangir: 12— I & PR Department, Odisha (@IPR_Odisha) June 25, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୫୬ ହଜାର ୪୯୮ ରହିଥିବା ବେଳେ ୩୩ ହଜାର ୧୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 174
23. Nawarangpur: 50
24. Nayagarh: 140
25. Nuapada: 8
26. Puri: 161
27. Rayagada: 52
28. Sambalpur: 30
29. Sonepur: 13
30. Sundargarh: 71
31. State Pool: 65New recoveries: 3486
Cumulative tested: 13417387
Positive: 893508
Recovered: 856498
Active case: 33156— I & PR Department, Odisha (@IPR_Odisha) June 25, 2021