ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବର୍ତ୍ତମାନ ଦୋଛକିରେ ପହଞ୍ଚିଛି । ଗୋଟିଏ ଦିନ ସଂକ୍ରମଣ ହ୍ରାସ ପାଇବା ପରେ ପୁଣି ସଂକ୍ରମଣ ବଢ଼ୁଥିବାର ଦେଖାଯାଉଛି । କିଛି ଜିଲ୍ଲାରେ ଏବେ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି । ଆଗକୁ ତୃତୀୟ ଲହର ଆସିବାକୁ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି । ପୁଣି ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚର୍ଚ୍ଚା ଜାରି ରହିଛି । ଏହା ମଧ୍ୟରେ ଆଜି ପୁଣି ୩୪୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୪୩ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬୫ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 26th June
New Positive Cases: 3408
In quarantine: 1943
Local contacts: 1465(Details of local contacts will be shared by concerned Dist Administration)
District Wise Cases:
1. Angul: 93
2. Balasore: 251
3. Bargarh: 24
4. Bhadrak: 169
5. Balangir: 22— I & PR Department, Odisha (@IPR_Odisha) June 27, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୬୩ ହଜାର ୮୨୪ ରହିଥିବା ବେଳେ ୩୨ ହଜାର ୭୦୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 158
23. Nawarangpur: 43
24. Nayagarh: 160
25. Nuapada: 6
26. Puri: 215
27. Rayagada: 77
28. Sambalpur: 28
29. Sonepur: 16
30. Sundargarh: 37
31. State Pool: 95New recovery: 3682
Cumulative tested: 13554417
Positive: 900470
Recovered: 863824
Active cases: 32706— I & PR Department, Odisha (@IPR_Odisha) June 27, 2021