fbpx

କରୋନା ଲକ୍ଷଣ ଦେଖାଯିବା ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର !

ଭୁବନେଶ୍ୱର,୨୮ା୫(ଓଡ଼ିଶା ଭାସ୍କର): ବିଜେପି ଜାତୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିବା ନେଇ ସୂଚନା ମିଳିଛି । କରୋନା ଲକ୍ଷଣ ପ୍ରକାଶ ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତିି କରାଯାଇଛି । ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେ ହସ୍ପିଟାଲରେ ଭର୍ତ୍ତି ହେବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି । ଜାତୀୟ ଗଣମାଧ୍ୟମରେ ସମ୍ବିତଙ୍କୁ କରୋନା ନେଇ ଚର୍ଚ୍ଚା ଜୋର ଧରିଛି ।

Get real time updates directly on you device, subscribe now.