fbpx

ପୂର୍ବତନ ବିଧାୟକ ସୁବାସ ଗଣ୍ଡଙ୍କୁ କରୋନା

ରାଇଘର,୮ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ଏହାରି ମଧ୍ୟରେ ନବରଙ୍ଗପୁର ଉମରକୋଟର ପୂର୍ବତନ ବିଧାୟକ ସୁବାସ ଗଣ୍ଡ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ ବିଜେଡି ନେତା ସୁବାସ ସାମାଜିକ ମାଧ୍ୟମରେ ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.