fbpx

ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଗୁଜରାଟ,୧୫ ।୨: ସାରା ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ଟିକାକରଣ ଜୋରସୋରରେ ଚାଲିଛି । ଏହାରି ମଧ୍ୟରେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ଅହମଦାବାଦର ୟୁ.ଏନ ମେହତା ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ଏବେ ବିଜୟଙ୍କ ସ୍ୱାସ୍ଥ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି । ଗତକାଲି ବରୋଦା ନିର୍ବାଚନୀ ସଭା ମଞ୍ଚରେ ହଠାତ୍ ବେହୋସ୍ ହୋଇଥିଲେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ।

Get real time updates directly on you device, subscribe now.