fbpx

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ କରୋନା

ଭୁୁବନେଶ୍ୱର,୧୪ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ମାଡିବାରେ ଲାଗିଛି । ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ ପର୍ଯ୍ୟନ୍ତ, ସମସ୍ତେ ଏହାର ଶିକାର ହେଉଛନ୍ତି । ଏହାରି ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜର ଦାଶ କରୋନାରେ ସଂକ୍ରମିତ ହୋଇଛନ୍ତି । ସମୀର ଦାଶଙ୍କ ସ୍ତ୍ରୀ ସଙ୍ଗିତା ଦାଶ ମଧ୍ୟ କରୋନରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ଖୋଦ୍ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରିବା ଲାଗି ସେ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.