fbpx

ଗତ ୨୪ଘଣ୍ଟାରେ ଦେଶରେ ୧୭୫୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୪ା୪: କରୋନା ସମ୍ପର୍କିତ ଅପଡ଼େଟ ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ । ସେ କହିଛନ୍ତି ଯେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ହଜାର ୪୫୨କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ ୧୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୭,୯୧୫ଜଣ । ଦେଶରେ ଏଯାଏଁ ୪,୮୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ଦେଶରେ ଏଯାଏଁ ୭୨୩ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ଦେଶରେ କରୋନା ସ୍ଥିତି ସୁଧୁରିଛି । ୧୪ଦିନ ମଧ୍ୟରେ ୮୦ ଜିଲ୍ଲାରେ କେହି କରୋନା ଆକ୍ରାନ୍ତ ହୋଇନାହାନ୍ତି ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.