fbpx

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୨୯୩କୁ ବୃଦ୍ଧି

ନୂଆଦିଲ୍ଲୀ, ୧୨ା୫: ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ଏହାସହ ଆମ ଦେଶରେ ମଧ୍ୟ କରୋନା ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇାବରେ ଲାଗିଛି । ଦେଶରେ କରୋନାରେ ମୃତ୍ୟୁ ସଂଖ୍ୟା ୨୨୯୩କୁ ବୃଦ୍ଧି ପାଇଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ୭୫୬ ଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨ହଜାର ୪୫୫ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୪୬ହଜାର ୮ଜଣ ଚିକିତ୍ସାଧୀନ ଅଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୮୬୮ଜଣ ଓ ଗୁଜୁରାଟରେ ୫୧୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.