ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୯୯୮କୁ ବୃଦ୍ଧି

0 59

ନୂଆଦିଲ୍ଲୀ,୧୭ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୯୯୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨ ହଜାର ୨୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୩୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୩୨ ହଜାର ୬୮୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୭ ଲକ୍ଷ ୯୫ ହଜାର ୮୭ ଜଣ ଚିକିତ୍ସିତ ହେଉଥିବା ବେଳେ ୬୫ ଲକ୍ଷ ୨୪ ହଜାର ୫୯୫ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.