fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୪ ହଜାର ୩୧କୁ ବୃଦ୍ଧି

ନୂଆଦିଲ୍ଲୀ,୧୮ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୪ ହଜାର ୩୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧ ହଜାର ୮୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୩୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୯୪ ହଜାର ୫୫୧କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୭ ଲକ୍ଷ ୮୩ ହଜାର ୩୧୧ ଜଣ ଚିକିତ୍ସିତ ହେଉଥିବା ବେଳେ ୬୫ ଲକ୍ଷ ୯୭ ହଜାର୨୦୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.