fbpx

ବିଶ୍ବରେ ୨୮ ଲକ୍ଷ ଟପିଲେ କୋରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦।୩: ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ବିଶ୍ବରେ କୋରୋନା ମୃତ୍ୟୁ ସଂଖ୍ୟା ୨୮ ଲକ୍ଷ ୦୩ ହଜାର ୯୮୮କୁ ବୃଦ୍ଧିପାଇଛି। ସଂକ୍ରମିତଙ୍କ ସଂଖ୍ୟା ୧୨ କୋଟି ୮୨ ଲକ୍ଷ ୩୦ ହଜାର ୭୨୩କୁ ବୃଦ୍ଧି ପାଇଛି। ୧୦ କୋଟି ୩୪ ଲକ୍ଷ ୩୮ ହଜାର ୫୯୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ କୋଟି ୧୯ ଲକ୍ଷ ୮୮ ହଜାର ୪୨ ଜଣ ଏବେ ବି ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଚିକିତ୍ସାଧୀନଙ୍କ ମଧ୍ୟରୁ ୯୪ ହଜାର ୬୬୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ଆମେରିକାରେ କୋରୋନା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୬୩ ହଜାର ୨୦୬କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.