fbpx

୨୪ଘଣ୍ଟାରେ ଦେଶରେ ୪୮୨ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ, ୮ା୭: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୪୨,୪୧୭ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୦,୬୪୨କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ କରୋନା ୪୮୨ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ୨୨,୭୫୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୪,୫୬,୯୪୪ଜଣ ସୁସ୍ଥ ହୋଇଛନ୍ତି ଓ ୨,୬୪,୯୪୪ଜଣ ସକ୍ରିୟ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିାଭଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.