fbpx

ଗୋଟିଏ ଦିନରେ ୮୫୩୬୨ ଆକ୍ରାନ୍ତ ଚିହ୍ନଟ ଓ ୧୦୮୯ ଜଣ ମୃତ

ନୂଆଦିଲ୍ଲୀ, ୨୬/୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ  ୮୫୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯୦୩୯୩୩କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୯୩୩୭୯  ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪୮୪୯୫୮୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୯୬୦୯୬୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.