fbpx

୨୪ ଘଣ୍ଟାରେ ଚାଲିଗଲା ୭୮ ଜୀବନ

ନୂଆଦିଲ୍ଲୀ, ୯।୨: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶରେ ୧ ଲକ୍ଷ ୫୫ ହଜାର ୧୫୮ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୭୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୯ ହଜାର ୧୧୦ ନୂଆ ପିଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୮,୪୭,୩୦୪କୁ ବୃଦ୍ଧି ପାଇଛି। ସେହିପରି ୧,୪୩,୬୨୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୫,୪୮,୫୨୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Get real time updates directly on you device, subscribe now.