fbpx

ଗୋଟିଏ ଦିନରେ ୮୬୦୫୨ ଆକ୍ରାନ୍ତ ଚିହ୍ନଟ ଓ ୧୧୪୧ ଜଣ ମୃତ

ନୂଆଦିଲ୍ଲୀ, ୨୫/୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ  ୮୬୦୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୪୧ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୧୮୫୭୧କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୯୨୨୯୦  ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪୭୫୬୧୬୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୯୭୦୧୧୬ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.