fbpx

ପାରଳା ଖେମୁଣ୍ଡିରେ କାର୍ଯ୍ୟକ୍ଷମ ହେଲା କୋଭିଡ଼ ହସ୍ପିଟାଲ

Advertisement

ଭୁବନେଶ୍ୱର, ୮ା୪(ଓଡ଼ିଶା ଭାସ୍କର): କରୋନା ଭଳି ଯୁଦ୍ଧକାଳିନ ପରିସ୍ଥିତିରେ ପାରଖେମୁଣ୍ଡିରେ କାର୍ଯ୍ୟକ୍ଷମ ହୋଇଛି କୋଭିଡ଼ ହସ୍ପିଟାଲ । ଭାରତମାତା ହଷ୍ଟେଲ ପରିସରରେ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅନୁପମ ଶାହା ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତକାଲି କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୩୮ଟି ଆକ୍ଟିଭ୍ କେସ୍ ରହିଛି ।

Get real time updates directly on you device, subscribe now.