ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୫୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୨୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୪୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୯୮୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୫ ହଜାର ୮୪୩ ରହିଥିବା ବେଳେ ୭ ହଜାର ୯୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 18th Feb
New Positive Cases: 534
Of which 0-18 years: 147
In quarantine: 310
Local contacts: 224(Details of local contacts will be shared by concerned District)
1. Angul: 11
2. Balasore: 15
3. Bargarh: 8
4. Bhadrak: 6
5. Balangir: 5
6. Boudh: 8— I & PR Department, Odisha (@IPR_Odisha) February 19, 2022
23. Nawarangpur: 5
24. Nayagarh: 21
25. Nuapada: 10
26. Puri: 8
27. Rayagada: 32
28. Sambalpur: 17
29. Sonepur: 10
30. Sundargarh: 121
31. State Pool: 18New recoveries: 1272
Cumulative tested: 28766032
Positive: 1281989
Recovered: 1265843
Active cases: 7099— I & PR Department, Odisha (@IPR_Odisha) February 19, 2022