fbpx

ବୋଲିଂ କରିବ ଭାରତ

ଅକଲ୍ୟାଣ୍ଡ, ୨୪ା୧: ଅକଲ୍ୟାଣ୍ଡରେ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି-୨୦ ମ୍ୟାଚ ଖେଳାଯିବ । ଟସ୍ ଜିତି ଭାରତ ବୋଲିଂ କରିବା ପାଇଁ ନିଷ୍ପତ୍ତି ନେଇଛି । ତେଣୁ ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ । ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ୍ ଖେଳାଯିବ ।

Get real time updates directly on you device, subscribe now.