fbpx

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୪ା୨: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଭାରତୀୟ ଟିମରେ ରହିଛନ୍ତି ବିରାଟ କୋହଲି, ମୟଙ୍କ ଅଗ୍ରୱାଲ, ପୃଥ୍ୱୀ ଶ, ଶ୍ରବମନ ଗିଲ୍, ଚେତେଶ୍ୱର ପୁନାରା, ଆଜିଙ୍କ୍ୟ ରାହାଣେ, ହନୁମା ବିହାରୀ, ରିଦ୍ଧିମାନ ସାହା, ଋଷଭ ପନ୍ତ, ଆର. ଅଶ୍ୱିନ, ରବୀନ୍ଦ୍ର ଜାଡ଼େଜା, ଯଶପ୍ରୀତ ବୁମରା, ଉମେଶ ଯାଦବ, ମହମ୍ମଦ ସାମୀ, ନବଦୀପ ସାଇନୀ ।

Get real time updates directly on you device, subscribe now.