fbpx

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର, ୧୬ା୫(ଓଡ଼ିଶା ଭାସ୍କର): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଇଛି ଲଗୁଚାପ । ପାରାଦୀପ ଠାରୁ ଦକ୍ଷିଣରେ ୧୧୦୦ କିମି ଦୂରରେ ରହିଛି । ଦୀଘାଠାରୁ ୧୨୫୦ କିମି ଦୂରରେ ଅବସ୍ଥିତ ରହିଛି । ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ବାତ୍ୟାର ରୂପ ନେବ । ପରବର୍ତ୍ତୀ ୧୨ଘଣ୍ଟା ମଧ୍ୟରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମ ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.