fbpx
BSKY SKY
BSKY SKY

ଆସୁଛି ବାତ୍ୟା ‘ୟଶ୍’, ୨୬ରେ ଛୁଇଁବ ଉପକୂଳ

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର):  ଆସନ୍ତା ୨୨ ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ୨୪ ତାରିଖ ସୁଦ୍ଧା ବାତ୍ୟାର ରୂପ ନେଇପାରେ ଲଘୁଚାପ। ତେବେ ବାତ୍ୟା ଉତ୍ତର ଓଡ଼ିଶା ଦେଇ ପଶ୍ଚିମବଙ୍ଗ ଆଡ଼କୁ ଏହା ଗତି କରିବା ସମ୍ଭାବନା ରହିଛି ।

୨୬ ସୁଦ୍ଧା ଏହା ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିପାରେ । ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ସମ୍ଭାବନା । ୨୧ ରୁ ୨୭ ଯାଏ ବଙ୍ଗୋପସାଗରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Get real time updates directly on you device, subscribe now.