fbpx

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା, SEC ଡାକିଲେ ପ୍ରେସମିଟ୍

AAKASH

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଖୁବ୍ ଶୀଘ୍ର ବାଜିବ ପଞ୍ଚାୟତ ନିର୍ବାଚନ ବିଗୁଲ । ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହେବ । ଏନେଇ ଆସି ରାଜ୍ୟ ନିର୍ବାଚନ ଆୟୋଗ ପ୍ରେସମିଟ୍ ଡାକିଛନ୍ତି । ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ଗୀତଗୋବିନ୍ଦ ସଦନରେ ରାଜ୍ୟ ନିର୍ବାଚନ ଆୟୋଗର ପ୍ରେସମିଟ୍ ବସିବ । ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.