fbpx

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତ୍ତି: ‘ବନ୍ଦେ ଉତ୍କଳ ଜନନୀ’କୁ ମାନ୍ୟତା!

Advertisement

ଭୁବନେଶ୍ୱର,୭ ।୬(ଓଡିଶା ଭାସ୍କର): ଲୋକସଭାରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ଏହି ବୈଠକ ହୋଇଥିଲା । ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଗୋଟିଏ ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସଳଚନା ମିଳିଛି । ‘ ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଥିବା ସୂଚନା ମିଳିଛି ।

Get real time updates directly on you device, subscribe now.