fbpx

ରାଜ୍ୟରେ ବଦଳିଲା ସ୍କୁଲ ମିଶ୍ରଣ ନିଷ୍ପତ୍ତି

ଭୁବନେଶ୍ୱର,୨୨ ।୧୧(ଓଡିଶା ଭାସ୍କର): ସ୍କୁଲ ମିଶ୍ରଣ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର । ସିଡୁଲ ଏରିଆରେ ସ୍କୁଲ ମିଶ୍ରଣ ନିଷ୍ପତ୍ତି ବଦଳାଇଛନ୍ତି ସରକାର । ୨୦ ନୁହେଁ ଏଣିକି ୧୫ରୁ କମ୍ ପିଲା ଥିବା ସ୍କୁଲର ମିଶ୍ରଣ ହେବ ବୋଲି ନିଷ୍ପତ୍ତି ନିଆଯାଇଛି । ସିଡୁଲ ଏରିଆରେ ଏଭଳି ପାଖାପାଖି ୩ ହଜାର ସ୍କୁଲ ଥାଇପାରେ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.