ଓଡ଼ିଶା ଭାସ୍କର; ଭୂକମ୍ପରେ ଥରି ଉଠିଲା ଦେଶର ରାଜଧାନୀ । ଦିଲ୍ଲୀ ଏନସିଆରରେ ଭୂମିକମ୍ପର ଝଟକା ଅନୁଭୂତ । ଆଜି ଦିନ ୨ଟା ୫୩ ସମୟରେ ଭୂମିକମ୍ପ ଅନୁଭୂତ ହୋଇଥିବା ଖବର ସାମ୍ନାକୁ ଆସିଥିଲା । ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୬.୨ ରହିଥିଲା । ତେବେ ଏହି ଭୂକମ୍ପକୁ ନେଇ ସାଧାରଣ ଲୋକେ ଭୟଭୀତ ଥିବା ବେଳେ ଉତ୍ତେଜନା ପରିସ୍ଥିତି ମଧ୍ୟ ଦେଖାଦେଇଛି । ଯାହାକୁ ନେଇ ବର୍ତ୍ତମାନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନିଜ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ସେ ଏହି ପୋଷ୍ଟରେ ଲେଖିଛନ୍ତି ଯେ, ଦିଲ୍ଲୀରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ମୁଁ ଆଶା କରୁଛି ଆପଣ ସମସ୍ତେ ସୁରକ୍ଷିତ ଅଛନ୍ତି ।
#WATCH | Delhi | Union Health Minister Mansukh Mandaviya stepped out of Nirman Bhawan, along with others, as strong tremors hit different parts of north India. pic.twitter.com/8EbNFX4b46
— ANI (@ANI) October 3, 2023
#WATCH | Earthquake tremors felt across Delhi-NCR. Visuals from Noida Sector 75 in Uttar Pradesh. pic.twitter.com/dABzrVoyVw
— ANI (@ANI) October 3, 2023