fbpx

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ, ୧୭ା୬: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀକ୍ଷ ସିସୋଦିଆ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ତାଙ୍କର ନମୁନା ପରୀକ୍ଷା ପରେ କରୋନା ରିପୋର୍ଟ ପଜିଟିଭ ଆସିଛି । ଆପ୍ ବିଧାୟକ ଆତିଶୀ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ କରୋନା ପରୀକ୍ଷା କରିଥିଲେ । କିନ୍ତୁ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା ।

Get real time updates directly on you device, subscribe now.