ନୂଆଦିଲ୍ଲୀ: ରାଜ୍ୟରେ ଜାରି ରହିଥିବା ପରିବେଶ ପ୍ରଦୁଷଣକୁ ନଜରରେ ରଖି ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟାଇବା ଉପରେ ରୋକ ଲଗାଛନ୍ତି ସରକାର। ଚଳିତ ବର୍ଷ ରାଜଧାନୀ ଦିଲ୍ଲୀରେ ବାଣ ଫୁଟିବା ଉପରେ ଲାଗିଥିବା ନିଶେଧାଦେଶ ନେଇ ରାଜ୍ୟ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଏହି ନିଷେଧ ଜାନୁଆରୀ ୧, ୨୦୨୩ ପର୍ଯ୍ୟନ୍ତ ଜାରି ରହିବ।
दिल्ली में लोगों को प्रदूषण के खतरे से बचाने के लिए पिछले साल की तरह ही इस बार भी सभी तरह के पटाखों के उत्पादन, भंडारण, बिक्री और उपयोग पर पूरी तरह प्रतिबंध लगाया जा रहा है, तांकि लोगों की जिंदगी बचाई जा सके।
— Gopal Rai (@AapKaGopalRai) September 7, 2022
ମନ୍ତ୍ରୀ ଗୋପାଳ ରାୟ ଏକ ଟ୍ୱିଟ୍ କରି କହିଛନ୍ତି ଯେ, ସମସ୍ତ ପ୍ରକାର ବାଣ ଉତ୍ପାଦନ, ଷ୍ଟୋର୍, ବିକ୍ରୟ ଏବଂ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି ଯାହା ଦ୍ୱାରା ଲୋକଙ୍କ ଜୀବନ ରକ୍ଷା ହୋଇପାରିବ। ସେହିପରି ଅନଲାଇନ୍ ବିକ୍ରି ଉପରେ ମଧ୍ୟ ନିଷେଧାଦେଶ ରହିବ ଏବଂ ଏହି ନିଷେଧାଦେଶକୁ କଡାକଡି ଲାଗୁ କରିବା ପାଇଁ ଦିଲ୍ଲୀ ପୋଲିସ, ଦିଲ୍ଲୀ ପ୍ରଦୂଷଣ ନିୟନ୍ତ୍ରଣ କମିଟି ଏବଂ ରାଜସ୍ୱ ବିଭାଗ ସହ ଆଲୋଚନା ପରେ ଏକ ଆକ୍ସନ ପ୍ଲାନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
इस बार दिल्ली में पटाखों की ऑनलाइन बिक्री / डिलीवरी पर भी प्रतिबंध रहेगा। यह प्रतिबंध 1 जनवरी 2023 तक लागू रहेगा।
प्रतिबंध को कड़ाई से लागू करने को लेकर दिल्ली पुलिस, DPCC और राजस्व विभाग के साथ मिलकर कार्य योजना बनाई जाएगी।
— Gopal Rai (@AapKaGopalRai) September 7, 2022