ଭୁବନେଶ୍ୱର: ହିନ୍ଦୁ ସଂସ୍କୃତି ଓ ପରମ୍ପରା ସହ ଖେଳିଲେ ଭୋଗିବେ ସମସ୍ୟା ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନାଁ ନନେଇ ମମତାଙ୍କ କଡ଼ା ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ।
ସେ କାହାରି ନାଁ ନନେଇ ମମତାଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି ଯେ, ଧାମ ତିଆରି ନାମକରଣ କରିବା ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ୱ ନୁହେଁ। ଏଥିପାଇଁ ହିନ୍ଦି ସଂସ୍କୃତିରେ ଅଲଗା ପରମ୍ପରା ଅଛି। ଏଥିପାଇଁ ଫଳ ନିଶ୍ଚୟ ଭୋଗିବେ ଅପେକ୍ଷା କରନ୍ତୁ।