fbpx

ବଢିଲା ଡିଜି ଅଭୟଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୧୮ ।୩(ଓଡିଶା ଭାସ୍କର): ଡିଜି ଅଭୟଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୨୦୨୧ ଡିସେମ୍ବର ୩୧ ଯାଏଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି ହୋଇଛି । ଡିଜିଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.