fbpx

ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୭ ।୧୧(ଓଡିଶା ଭାସ୍କର): ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ଏ ପ୍ରସଙ୍ଗରେ ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ନିବେଦନ କଲେ ଧର୍ମେନ୍ଦ୍ର। 

Get real time updates directly on you device, subscribe now.