fbpx

ଧର୍ମେନ୍ଦ୍ରଙ୍କ ଦୁଇଟି ଚିଠି

ଭୁବନେଶ୍ୱର, ୧୯ା୨(ଓଡ଼ିଶା ଭାସ୍କର): ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇଟି ଚିଠି ଲେଖିଛନ୍ତି । ପ୍ରଥମଟି ଭଦ୍ରକରେ ମେଡ଼ିକାଲ କଲେଜ ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଭଦ୍ରକରେ ମେଡ଼ିକାଲ କଲେଜ ହେଲେ କେନ୍ଦ୍ର ୬୦% ଅର୍ଥ ଦେବ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । ସେହିପରି ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରାଳୟକୁ ପ୍ରସ୍ତାବ ଦେବାକୁ ଅନୁରୋଧ କରିଛନ୍ତି । କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଚିଠି ଲେଖିଛନ୍ତି । ସେ ଭୁବନେଶ୍ୱରରେ ସଂଖ୍ୟାଲଘୁ ଛାତ୍ରୀ ନିବାସ ପ୍ରତିଷ୍ଠା ପାଇଁ ଅନୁରୋଧ କରିଥିବା ସୂଚନା ମିଳିଛି ।

Get real time updates directly on you device, subscribe now.