fbpx

(Video) ଢେଙ୍କାନାଳ: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

AAKASH

ଢେଙ୍କାନାଳ: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ । ମୃତକ ଢେଙ୍କାନାଳ ହିନ୍ଦୋଳ ବିଧାନସଭା କ୍ଷେତ୍ର ନୁଆବଗ ପଞ୍ଚାୟତ ବାହାଲୁଣ୍ଡା ଗାଁ ୧୩୬ ନମ୍ବର ବୁଥରେ ବିଜେପି ଏଜେଣ୍ଟ ଭାବରେ କାର୍ଯ୍ୟରତ ଥିଲେ । ସକାଳ ୯.୩୦ ମିନିଟ ସମୟରେ ଭୋଟ କେନ୍ଦ୍ରରେ ସେ ହଠାତ ସନଷ୍ଟ୍ରୋକରେ ଖସି ପଡିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ହିନ୍ଦୋଳ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ହେଉଛନ୍ତି ବାହାଲୁଣ୍ଡା ଗାଁର ଶୁକଦେବ ପଟ୍ଟନାୟକ ।

Get real time updates directly on you device, subscribe now.