ଆୟୁଷ ହସ୍ପିଟାଲରେ ମିଳିବ ନିଦାନ ସେବା, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା

ରାଜ୍ୟର ୯ଟି ମେଡିକାଲ କଲେଜରେ ମିଳିବ ନିଦାନ ସେବା

ଭୁବନେଶ୍ୱର: ଆୟୁଷ ହସ୍ପିଟାଲ ଓ ଡିସପେନସାରୀରେ ମିଳିବ ନିଦାନ ସେବା। ପ୍ରଥମ ଥର ପାଇଁ ଆୟୁର୍ବେଦ ଓ ହୋମିଓପାଥି ଚିକିତ୍ସାରେ ଏହି ସେବା ମିଳିବ। ରାଜ୍ୟର ୯ଟି ମେଡିକାଲ କଲେଜରେ ଏହି ସେବା ମିଳିବ।

ସୂଚନାନୁଯାୟୀ, ୧୧ ଶହରୁ ଅଧିକ ଡିସପେନସାରୀରେ ମିଳିବ ନିଦାନ ସେବା। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଜାରି କରିଛନ୍ତି।