fbpx

ଓଡିଶା କଂଗ୍ରେସ ପ୍ରଭାରୀଙ୍କୁ କରୋନା

ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): କରୋନା ମହାମାରୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଆଜି ଏହାର କବଜାକୁ ଆସିଛନ୍ତି ଓଡିଶାର କଂଗ୍ରେସ ପ୍ରଭାରୀ ଏ.ଚେଲା କୁମାର । ନମୁନା ପରୀକ୍ଷା ପରେ ତାଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଏନେଇ ଖୋଦ୍ ଏ.ଚେଲା କୁମାର ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.