fbpx

ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ହେଲେ ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ମୁଖ୍ୟ ସଂଗଠକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳର ମୁଖ୍ୟ ସଂଗଠକ ଭାବରେ ନିଯୁକ୍ତ କଲେ କଂଗ୍ରେସ ସଭାପତି । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ସାଧାରଣ ସଂପାଦକ କେ ସି ବେଣୁଗୋପାଳ ।

Get real time updates directly on you device, subscribe now.